Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:10 - ଓଡିଆ ବାଇବେଲ

10 ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।

Gade chapit la Kopi

ପବିତ୍ର ବାଇବଲ

10 ସମାଗମ ନୈବେଦ୍ୟର ଗୋରୁ ହୋଇଥିଲେ ଯେପରି ଉତ୍ସର୍ଗ କରାଯାଏ ସେ ସେହିପରି କରିବ। ପୁଣି ଯାଜକ ହୋମବଳିର ବେଦି ଉପରେ ତାହା ଦ‌‌‌‌ଗ୍‌‌‌‌ଧ କରିବ।

Gade chapit la Kopi




ଲେବୀୟ ପୁସ୍ତକ 4:10
3 Referans Kwoze  

ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।


ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ,


ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,


Swiv nou:

Piblisite


Piblisite