Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:29 - ଓଡିଆ ବାଇବେଲ

29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ।

Gade chapit la Kopi

ପବିତ୍ର ବାଇବଲ

29 ପୁଣି ସେ ସେହି ପାପାର୍ଥକ ନୈବେଦ୍ୟର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ତାକୁ ବଧ କରିବ।

Gade chapit la Kopi




ଲେବୀୟ ପୁସ୍ତକ 4:29
10 Referans Kwoze  

ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ।


ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ।


ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।


ପୁଣି, ସେ ହୋମ ବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।


ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।


ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।


ତେବେ ସେ ନିଖୁନ୍ତ ପୁଂ ପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।


ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା।


ଏଉତ୍ତାରେ ସେମାନେ ପାପାର୍ଥକ ବଳିରୂପ ଛାଗସକଳ ରାଜା ଓ ସମାଜ ସାକ୍ଷାତରେ ନିକଟକୁ ଆଣିଲେ; ତହିଁରେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ;


Swiv nou:

Piblisite


Piblisite