ଲେବୀୟ ପୁସ୍ତକ 4:3 - ଓଡିଆ ବାଇବେଲ3 ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ବିଶେଷତଃ ଅଭିଷିକ୍ତ ଯାଜକ ଯେବେ ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ। Gade chapit laପବିତ୍ର ବାଇବଲ3 “ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ତେବେ ସେ ଗୋଟିଏ ନିଖୁଣ ବାଛୁରି ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍। Gade chapit la |