Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:8 - ଓଡିଆ ବାଇବେଲ

8 ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ପାପାର୍ଥକ ବଳିରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,

Gade chapit la Kopi

ପବିତ୍ର ବାଇବଲ

8 ସେ ପାପ ପାଇଁ ଉତ୍ସର୍ଗୀକୃତ ଷଣ୍ଢର ସମସ୍ତ ମେଦ, ଯାହାକି ଅନ୍ତ ବୁଜୁଳାର ଉପରିସ୍ଥ ଏବଂ ପାର୍ଶ୍ୱବର୍ତ୍ତୀ ମେଦ ହେବା ଉଚିତ୍।

Gade chapit la Kopi




ଲେବୀୟ ପୁସ୍ତକ 4:8
12 Referans Kwoze  

ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କ'ଣ କହିବି ? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର ? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି ।


ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।


ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।


ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।”


ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ।


ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।


Swiv nou:

Piblisite


Piblisite