Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 5:19 - ଓଡିଆ ବାଇବେଲ

19 ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତାନ୍ତ ଦୋଷୀ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତା; ଦୋଷୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତାନ୍ତ ଦୋଷୀ।”

Gade chapit la Kopi

ପବିତ୍ର ବାଇବଲ

19 ଏପରିକି ଯେଉଁ ପ୍ରାଣୀ ପାପ କରିଛି ଓ ସେ ଜାଣି ନାହିଁ ତଥାପି ସେ ଦୋଷୀ, ତେଣୁ ସେ ସଦାପ୍ରଭୁଙ୍କ ଛାମୁରେ ଦୋଷାର୍ଥକ ନୈବେଦ୍ୟ ଉତ୍ସର୍ଗ କରିବ।”

Gade chapit la Kopi




ଲେବୀୟ ପୁସ୍ତକ 5:19
10 Referans Kwoze  

ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ ?”


ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।


ଏଥିରେ ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।


ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।


ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍ ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,


ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।


Swiv nou:

Piblisite


Piblisite