Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 5:8 - ଓଡିଆ ବାଇବେଲ

8 ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ତ ମୋଡ଼ିବ, ମାତ୍ର ଦୁଇ ଖଣ୍ତ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ପୁଣି ସେ ସେଗୁଡ଼ିକୁ ଯାଜକ ନିକଟକୁ ଆଣିବ। ଯାଜକ ପ୍ରଥମେ ପାପାର୍ଥକ ନୈବେଦ୍ୟ ଉତ୍ସର୍ଗ କରି, ତା'ର ବେକରୁ ମୁଣ୍ଡ ମୋଡ଼ିବ ମାତ୍ର ତାକୁ ଦୁଇଭାଗ କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 5:8
4 Referans Kwoze  

ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।


ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।


ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ ।


Swiv nou:

Piblisite


Piblisite