Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 5:9 - ଓଡିଆ ବାଇବେଲ

9 ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ଵରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ସେ ଏହି ରକ୍ତରୁ କିଛି ନେଇ ଯଜ୍ଞବେଦି ପାଖରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ନେଇ ଯଜ୍ଞବେଦି ମୂଳରେ ଢାଳିବ। ଏହା ପାପରୁ ମୁକ୍ତ ହେବା ପାଇଁ ଏକ ନୈବେଦ୍ୟ ବୋଲି ବିବେଚନା କରାଯିବ।

Gade chapit la Kopi




ଲେବୀୟ ପୁସ୍ତକ 5:9
12 Referans Kwoze  

ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।


ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।


ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ ।


କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା ।


ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।


ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।


ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।


ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।


Swiv nou:

Piblisite


Piblisite