Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 6:16 - ଓଡିଆ ବାଇବେଲ

16 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ଵୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।

Gade chapit la Kopi

ପବିତ୍ର ବାଇବଲ

16 “ପୁଣି ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ। ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣ ଭିତରେ କୌଣସି ଏକ ପବିତ୍ର ସ୍ଥାନରେ ତାଡ଼ି ବିନା ତାକୁ ଭକ୍ଷ୍ୟଣ କରିବେ।

Gade chapit la Kopi




ଲେବୀୟ ପୁସ୍ତକ 6:16
13 Referans Kwoze  

ସେମାନେ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ; ଆଉ, ଇସ୍ରାଏଲ ମଧ୍ୟରେ ଯାବତୀୟ ବର୍ଜିତ ଦ୍ରବ୍ୟ ସେମାନଙ୍କର ହେବ।


ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।


ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।


ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।


ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ ।


ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।”


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ଇସ୍ରାଏଲ ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।


ଅର୍ଥାତ୍‍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ।”


ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବ ଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।


Swiv nou:

Piblisite


Piblisite