Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 6:25 - ଓଡିଆ ବାଇବେଲ

25 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।

Gade chapit la Kopi

ପବିତ୍ର ବାଇବଲ

25 “ହାରୋଣ ଓ ତାଙ୍କ ପୁତ୍ରଗଣଙ୍କୁ କୁହ, ପାପରୁ ମୁକ୍ତି ପାଇବା ପାଇଁ ଏହା ହେଉଛି ପଶୁବଳି ଉତ୍ସର୍ଗ କରିବାର ବ୍ୟବସ୍ଥା। ଯେଉଁ ସ୍ଥାନରେ ହୋମବଳି ଉତ୍ସର୍ଗ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପମୋଚନ ପାଇଁ ପଶୁ ଉତ୍ସର୍ଗ କରାଯିବ। ଏହା ମହାପବିତ୍ର ଅଟେ।

Gade chapit la Kopi




ଲେବୀୟ ପୁସ୍ତକ 6:25
13 Referans Kwoze  

ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ।


ତେବେ ସେ ନିଖୁନ୍ତ ପୁଂ ପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।


ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ।


ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ। ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର।


ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ଭକ୍ଷ୍ୟ ଭୋଜନ କରିବ।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ; ତାହା ମହାପବିତ୍ର।


ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।


ତହୁଁ ସେ ମୋତେ କହିଲେ, “ପୃଥକ୍ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।


Swiv nou:

Piblisite


Piblisite