ଲେବୀୟ ପୁସ୍ତକ 7:12 - ଓଡିଆ ବାଇବେଲ12 କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)12 କେହି ଯେବେ ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳମିଶ୍ରିତ ପକ୍ଵପିଠା ଉତ୍ସର୍ଗ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ। Gade chapit laପବିତ୍ର ବାଇବଲ12 କେହି ଯେବେ ସଦାପ୍ରଭୁଙ୍କୁ ପ୍ରଶଂସା କରିବାକୁ ମଙ୍ଗଳାର୍ଥକ ବଳି ଆଣେ, ତେବେ ସେ ତେଲରେ ଛଣା ହୋଇଥିବା ମଙ୍ଗଳାର୍ଥକ ବଳି ସହିତ ତାଡ଼ିଶୂନ୍ୟ ରୋଟୀ, ତୈଳଯୁକ୍ତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳମିଶ୍ରିତ ପକ୍ୱପିଠା ଉତ୍ସର୍ଗ କରିବ। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।’”