Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:27 - ଓଡିଆ ବାଇବେଲ

27 ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”

Gade chapit la Kopi

ପବିତ୍ର ବାଇବଲ

27 ଯଦି କୌଣସି ବ୍ୟକ୍ତି ସେ ରକ୍ତ ଭୋଜନ କରେ ତେବେ ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।”

Gade chapit la Kopi




ଲେବୀୟ ପୁସ୍ତକ 7:27
7 Referans Kwoze  

ତେବେ ଭାବି ଦେଖ, ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ !


କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ପୁଣି, ତୁମ୍ଭମାନଙ୍କର କୌଣସି ବାସ ସ୍ଥାନରେ ତୁମ୍ଭେମାନେ କୌଣସି ପକ୍ଷୀର କି ପଶୁର ରକ୍ତ ଭୋଜନ କରିବ ନାହିଁ।


ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ ସନ୍ତାନଗଣକୁ କୁହ,


ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;


ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ।


Swiv nou:

Piblisite


Piblisite