Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:29 - ଓଡିଆ ବାଇବେଲ

29 ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।

Gade chapit la Kopi

ପବିତ୍ର ବାଇବଲ

29 ଆଉ ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ। ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଏହା କଲେ।

Gade chapit la Kopi




ଲେବୀୟ ପୁସ୍ତକ 8:29
6 Referans Kwoze  

କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍‍ ।


ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ୱରଙ୍କ ଗୌରବ ନିମନ୍ତେ ସବୁ କର ।


ପୁଣି, ସଦାପ୍ରଭୁ କହନ୍ତି, “ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।”


ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।


Swiv nou:

Piblisite


Piblisite