Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:36 - ଓଡିଆ ବାଇବେଲ

36 ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହିସବୁ କଥା ପାଳନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ସବୁ କଥା ପାଳନ କଲେ।

Gade chapit la Kopi

ପବିତ୍ର ବାଇବଲ

36 ତେଣୁ ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ।

Gade chapit la Kopi




ଲେବୀୟ ପୁସ୍ତକ 8:36
8 Referans Kwoze  

ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।


ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।


ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହିସବୁ ଆଜ୍ଞା ପାଳନ କର।


ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।


ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।


ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”


ଏଥିଉତ୍ତାରେ ଅଷ୍ଟମ ଦିନରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡାକିଲେ,


ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।


Swiv nou:

Piblisite


Piblisite