ଲେବୀୟ ପୁସ୍ତକ 9:12 - ଓଡିଆ ବାଇବେଲ12 ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ସେ ହୋମାର୍ଥକ ବଳି ବଧ କଲେ; ପୁଣି ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ। Gade chapit laପବିତ୍ର ବାଇବଲ12 ତାହାପରେ ହାରୋଣ ହୋମବଳି ପାଇଁ ଗୋବତ୍ସ ବଧ କଲେ। ତାଙ୍କର ପୁତ୍ରମାନେ ତାଙ୍କ ନିକଟକୁ ରକ୍ତ ଆଣିଲେ ଓ ହାରୋଣ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ସିଞ୍ଚନ କଲେ। Gade chapit la |