Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:13 - ଓଡିଆ ବାଇବେଲ

13 ଏଥିଉତ୍ତାରେ ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅନନ୍ତର ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ତକୁ ଖଣ୍ତ ମାଂସ ଓ ମସ୍ତକ ସମର୍ପଣ କଲେ; ତହିଁରେ ସେ ସେହି ସକଳ ବେଦି ଉପରେ ଦଗ୍ଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିଉତ୍ତାରେ ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ତାଙ୍କର ପୁତ୍ରଗଣ ତାଙ୍କ ନିକଟରେ ହୋମବଳିର ଖଣ୍ଡ ଖଣ୍ଡ ମାଂସ ଓ ମସ୍ତକ ସମର୍ପଣ କଲେ। ସେ ସମସ୍ତ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କଲେ।

Gade chapit la Kopi




ଲେବୀୟ ପୁସ୍ତକ 9:13
4 Referans Kwoze  

ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।


ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।


ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।


ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।


Swiv nou:

Piblisite


Piblisite