Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:18 - ଓଡିଆ ବାଇବେଲ

18 ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;

Gade chapit la Kopi

ପବିତ୍ର ବାଇବଲ

18 ଆଉ ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ, ହାରୋଣଙ୍କ ପୁତ୍ରଗଣ ବଳିର ରକ୍ତ ଆଣି ତାଙ୍କୁ ସମର୍ପଣ କଲେ ଓ ସେ ତାହାକୁ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ସିଞ୍ଚିନ କଲେ।

Gade chapit la Kopi




ଲେବୀୟ ପୁସ୍ତକ 9:18
7 Referans Kwoze  

ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି ।


ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଶାନ୍ତିରେ ଅଛୁ;


କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ୱରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ ଏହା ଅଧିକ ସୁନିଶ୍ଚିତ ଯେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା ।


ତହୁଁ ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ; ତହିଁରେ ସେ ଆପଣା ଅଙ୍ଗୁଳି ରକ୍ତରେ ଡୁବାଇ ବେଦିର ଶୃଙ୍ଗ ଉପରେ ଦେଲେ ଓ ଅବଶିଷ୍ଟ ରକ୍ତ ବେଦିମୂଳରେ ଢାଳିଲେ;


Swiv nou:

Piblisite


Piblisite