Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:2 - ଓଡିଆ ବାଇବେଲ

2 ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ସେ ହାରୋଣଙ୍କୁ କହିଲେ, ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷ-ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।

Gade chapit la Kopi

ପବିତ୍ର ବାଇବଲ

2 ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଏକ ନିଖୁଣ ମେଷଛୁଆ ଓ ହୋମବଳି ନିମନ୍ତେ ଏକ ନିଖୁଣ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।

Gade chapit la Kopi




ଲେବୀୟ ପୁସ୍ତକ 9:2
15 Referans Kwoze  

ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।


ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି ।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ ।


ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।


ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।


ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,


ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ ।


ପୁଣି, ଇସ୍ରାଏଲ ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ,


ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


ଆଉ ଯଦି ସେ ମେଷ କି ଛାଗପଲରୁ ହୋମ ବଳି ଉତ୍ସର୍ଗ କରେ,


ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।


ପୁଣି, ସେ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।


Swiv nou:

Piblisite


Piblisite