Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:21 - ଓଡିଆ ବାଇବେଲ

21 ପୁଣି, ମୋଶାଙ୍କର ଆଜ୍ଞାନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଜଙ୍ଘ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ମୋଶାଙ୍କର ଆଜ୍ଞାନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ମୋଶାଙ୍କର ଆଜ୍ଞାନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଜଙ୍ଘ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇଲେ।

Gade chapit la Kopi

ପବିତ୍ର ବାଇବଲ

21 ମୋଶାଙ୍କ ଆଜ୍ଞା ଅନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀୟ ନୈବେଦ୍ୟ ରୂପେ ଦୋଳନ କଲେ।

Gade chapit la Kopi




ଲେବୀୟ ପୁସ୍ତକ 9:21
9 Referans Kwoze  

କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍‍ ।


ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ,


ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”


ପୁଣି, ତୁମ୍ଭମାନଙ୍କର କୌଣସି ବାସ ସ୍ଥାନରେ ତୁମ୍ଭେମାନେ କୌଣସି ପକ୍ଷୀର କି ପଶୁର ରକ୍ତ ଭୋଜନ କରିବ ନାହିଁ।


ପୁଣି ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ପଶୁର ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇପାରେ; ମାତ୍ର ତୁମ୍ଭେମାନେ କୌଣସିମତେ ତାହା ଭୋଜନ କରିବ ନାହିଁ।


ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।


ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;


Swiv nou:

Piblisite


Piblisite