ଲୂକ ଲିଖିତ ସୁସମାଚାର 1:17 - ଓଡିଆ ବାଇବେଲ17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ । Gade chapit laପବିତ୍ର ବାଇବଲ (Re-edited) - (BSI)17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ତଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ତାହାଙ୍କ ଆଗରେ ଗମନ କରିବ। Gade chapit laପବିତ୍ର ବାଇବଲ (CL) NT (BSI)17 ସେ ଭାବବାଦୀ ଏଲିୟଙ୍କ ପରି ବଳିଷ୍ଠ ଓ ଶକ୍ତିଶାଳୀ ହୋଇ ପ୍ରଭୁଙ୍କ ଅଗ୍ରଦୂତ ହେବେ। ସେ ପିତା ଓ ସନ୍ତାନମାନଙ୍କୁ ପୁନର୍ମିଳିତ କରାଇବେ, ଅବାଧ୍ୟ ଲୋକମାନଙ୍କୁ ଧାର୍ମିକମାନଙ୍କ ଚିନ୍ତାଧାରା ଆଡ଼କୁ ଫେରାଇ ଆଣିବେ ଏବଂ ପ୍ରଭୁଙ୍କ ପାଇଁ ତାଙ୍କ ଲୋକମାନଙ୍କୁ ପ୍ରସ୍ତୁତ କରିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ। Gade chapit laପବିତ୍ର ବାଇବଲ17 ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହେବେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ୱରଙ୍କୁ ଅବଜ୍ଞା କରୁଥିବା ଅନେକ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନେଇ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।” Gade chapit la |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ୱରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ ।