Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:44 - ଓଡିଆ ବାଇବେଲ

44 କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋ' କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋ' ଗର୍ଭରେ ଉଲ୍ଲାସରେ ନାଚି ଉଠିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ଵର ମୋʼ କର୍ଣ୍ଣରେ ପ୍ରବେଶ କରିବାମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ତୁମର ସମ୍ଭାଷଣ ଶୁଣିବା ମାତ୍ରେ ମୋ’ ଗର୍ଭସ୍ଥ ଶିଶୁଟି ଆନନ୍ଦରେ ନାଚି ଉଠିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା।

Gade chapit la Kopi

ପବିତ୍ର ବାଇବଲ

44 ମୁଁ ତୁମ୍ଭ ଅଭିବାଦନର ସ୍ୱର ଶୁଣିବା ମାତ୍ରେ ମୋର ଗର୍ଭସ୍ଥ ସନ୍ତାନ ଆନନ୍ଦରେ ନାଚି ଉଠିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:44
4 Referans Kwoze  

ଆଉ, ଏଲୀଶାବେଥ ମରିୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ


ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋ' ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା ?


ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହି ସବୁ ସଫଳ ହେବ ।


ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ ।


Swiv nou:

Piblisite


Piblisite