Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:45 - ଓଡିଆ ବାଇବେଲ

45 ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହି ସବୁ ସଫଳ ହେବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ଯେ ବିଶ୍ଵାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 “ତୁମେ ଧନ୍ୟା! ଈଶ୍ୱରଙ୍କ ବାର୍ତ୍ତା ସଫଳ ହେବ ବୋଲି ତୁମେ ବିଶ୍ୱାସ କରିପାରୁଛ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।

Gade chapit la Kopi

ପବିତ୍ର ବାଇବଲ

45 ତୁମ୍ଭେ ଧନ୍ୟା। କାରଣ ପ୍ରଭୁ ତୁମ୍ଭକୁ ଯାହା କହିଥିଲେ ତୁମ୍ଭେ ତାହା ବିଶ୍ୱାସ କରିଛ। ଏ କଥା ନିଶ୍ଚୟ ଘଟିବ ବୋଲି ତୁମ୍ଭେ ବିଶ୍ୱାସ କଲ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:45
9 Referans Kwoze  

ଯୀଶୁ ତାଙ୍କୁ କହିଲେ, ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ ।


ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ୱରଙ୍କ ମହିମା ଦେଖିବ, ଏହା କ'ଣ ମୁଁ ତୁମ୍ଭକୁ କହିଲି ନାହିଁ ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ ।


ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହି ସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ ।


ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରି ଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍‍ ଠିଆହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋ’ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”


କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋ' କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋ' ଗର୍ଭରେ ଉଲ୍ଲାସରେ ନାଚି ଉଠିଲା ।


କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି । ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ,


ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।


ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।


Swiv nou:

Piblisite


Piblisite