Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:11 - ଓଡିଆ ବାଇବେଲ

11 ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ିଦେଉଅଛୁ; ତଥାପି ଈଶ୍ୱରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଦ୍ଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ଵରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 “ଆମ ପାଦରେ ଲାଗିଥିବା ତୁମ ସହରର ଧୂଳିକୁ ଆମେ ତୁମ ବିରୁଦ୍ଧରେ ଛାଡ଼ି ଦେଉଛୁ; କିନ୍ତୁ ମନେରଖ, ଈଶ୍ୱରଙ୍କ ରାଜ୍ୟ ତୁମର ନିକଟବର୍ତ୍ତୀ!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ।

Gade chapit la Kopi

ପବିତ୍ର ବାଇବଲ

11 ଆମ୍ଭର ପାଦରେ ଲାଗିଥିବା ଏହି ଧୂଳିତକ ମଧ୍ୟ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିଠାରେ ଝାଡ଼ି ଦେଇ ଯାଉଛୁ।’ ତଥାପି ମନେରଖ, ‘ପରମେଶ୍ୱରଙ୍କ ରାଜ୍ୟ ଖୁବ୍ ଶୀଘ୍ର ଆସୁଛି।’

Gade chapit la Kopi




ଲୂକ ଲିଖିତ ସୁସମାଚାର 10:11
16 Referans Kwoze  

ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,


ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,


ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।


ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ ।


ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ ।


କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, "ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ ।'


କିନ୍ତୁ ତାହା କ'ଣ କହେ ? "ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି', ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ ।"


ସେମାନେ ବିଦ୍ରୋହୀ-ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।


"ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।"


ପୁଣି, ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର ।


ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ ।


କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ,


Swiv nou:

Piblisite


Piblisite