Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:36 - ଓଡିଆ ବାଇବେଲ

36 ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାୟତମାନଙ୍କ ହାବୁଡ଼ରେ ପଡିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ପରିଶେଷରେ ଯୀଶୁ କହିଲେ, “ତୁମ ମତରେ ଏହି ତିନି ଜଣଙ୍କ ମଧ୍ୟରୁ ଡ଼କାୟତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକ ପ୍ରତି କିଏ ପ୍ରତିବାସୀ ତୁଲ୍ୟ ଆଚରଣ କଲା?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 “ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?”

Gade chapit la Kopi

ପବିତ୍ର ବାଇବଲ

36 ଏହା ପରେ ଯୀଶୁ କହିଲେ, “ଏବେ କୁହ, ଡକାୟତମାନଙ୍କ ହାବୁଡ଼ରେ ପଡ଼ି ଆହତ ହୋଇଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ୟରୁ କିଏ ପ୍ରେମଭାବ ଦେଖାଇଲେ ବୋଲି ତୁମ୍ଭେ ଭାବୁଛ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 10:36
6 Referans Kwoze  

ଋଣ ସୁଝିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ । ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ ?


ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କ'ଣ ? ସେ କାହାର ସନ୍ତାନ ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର ।


ସେ କହିଲେ, ହଁ, ଦିଅନ୍ତି । ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, ଶିମୋନ, ତୁମ୍ଭର ମତ କ'ଣ ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି ? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ ?


ତହିଁ ଆରଦିନ ସେ ଦୁଇଟି ଟଙ୍କା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି ।


ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ । ଯୀଶୁ ତାହାଙ୍କୁ କହିଲେ, ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର ।


Swiv nou:

Piblisite


Piblisite