ଲୂକ ଲିଖିତ ସୁସମାଚାର 10:42 - ଓଡିଆ ବାଇବେଲ42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରିୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ପ୍ରୟୋଜନ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ହରଣ କରାଯିବ ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)42 କିନ୍ତୁ କେବଳ ଗୋଟିଏ ବିଷୟ ନିତାନ୍ତ ଆବଶ୍ୟକ। ମରିୟମ ସେହି ଉତ୍ତମ ବିଷୟଟିକୁ ବାଛି ନେଇଛି; ତାହାକୁ ସେଥିରୁ ବଞ୍ଚିତ କରାଯିବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।” Gade chapit laପବିତ୍ର ବାଇବଲ42 କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛି ଏବଂ ଏହା ତା'ଠାରୁ ଛଡ଼େଇ ନିଆଯିବ ନାହିଁ।” Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।