Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:8 - ଓଡିଆ ବାଇବେଲ

8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ପରିବେଷଣ କରାଯାଏ, ତାହା ଭୋଜନ କର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଯେତେବେଳେ ତୁମେ କୌଣସି ଏକ ସହରକୁ ଯାଇ ଆତିଥ୍ୟ ପାଅ, ତୁମକୁ ଯାହା ପରିବେଷଣ କରାଯାଏ, ତାହା ଭୋଜନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର,

Gade chapit la Kopi

ପବିତ୍ର ବାଇବଲ

8 “ଯଦି ତୁମ୍ଭେମାନେ ଗୋଟିଏ ନଗରକୁ ଯାଅ ଓ ସେଠାରେ ଯଦି ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ କରନ୍ତି, ତେବେ ତୁମ୍ଭେମାନଙ୍କୁ ସେମାନେ ଯାହା ଖାଦ୍ୟ ଦିଅନ୍ତି, ତାହା ଖାଅ।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:8
6 Referans Kwoze  

ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର ।


ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।


କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ,


ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ ।


ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି ।


Swiv nou:

Piblisite


Piblisite