ଲୂକ ଲିଖିତ ସୁସମାଚାର 11:10 - ଓଡିଆ ବାଇବେଲ10 କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଦ୍ୱାର ଫିଟାଦିଆଯିବ । Gade chapit laପବିତ୍ର ବାଇବଲ (Re-edited) - (BSI)10 କାରଣ ଯେକେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ଵାରରେ ମାରେ, ତାହା ନିମନ୍ତେ ଫିଟାଇଦିଆଯିବ। Gade chapit laପବିତ୍ର ବାଇବଲ (CL) NT (BSI)10 କାରଣ ଯେ ମାଗେ, ତାକୁ ଦିଆଯାଏ; ଯେ ଖୋଜେ, ସେ ପାଏ ଓ ଯେ ଆଘାତ କରେ, ତା’ ପାଇଁ ଦ୍ୱାର ଫିଟାଇ ଦିଆଯାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ। Gade chapit laପବିତ୍ର ବାଇବଲ10 କାରଣ ଯେଉଁ ଲୋକମାନେ ମାଗୁଥା’ନ୍ତି, ସେମାନେ ପ୍ରତ୍ୟେକେ ପାଇଥା’ନ୍ତି। ଯେଉଁମାନେ ଖୋଜୁଥା’ନ୍ତି, ସେମାନେ ପାଇଥା’ନ୍ତି। ଯେଉଁମାନେ ଦୁଆର ବାଡ଼େଇ ଥା’ନ୍ତି, ସେମାନଙ୍କ ପାଇଁ ଦୁଆର ଖୋଲିଯାଏ। Gade chapit la |