Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:12 - ଓଡିଆ ବାଇବେଲ

12 କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କିମ୍ଵା ଅଣ୍ତା ମାଗିଲେ ସେ ତାହାକୁ ବିଛା ଦେବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ?

Gade chapit la Kopi

ପବିତ୍ର ବାଇବଲ

12 କିମ୍ବା ପୁଅ ଯଦି ଅଣ୍ଡାଟିଏ ମାଗେ, ତେବେ ତା’ ହାତରେ ତୁମ୍ଭେମାନେ କଙ୍କଡ଼ାବିଛାଟିଏ ଦେବ କି? ନା।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:12
5 Referans Kwoze  

ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା ।


ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ ।


ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।


ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ ?


ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !


Swiv nou:

Piblisite


Piblisite