Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:16 - ଓଡିଆ ବାଇବେଲ

16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଅନ୍ୟମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ, ଈଶ୍ୱର ଯେ ତାଙ୍କର ସମର୍ଥନକାରୀ, ଏହାର ଚିହ୍ନ ସ୍ୱରୂପ ତାଙ୍କୁ ଗୋଟିଏ ଆଶ୍ଚର୍ଯ୍ୟ କର୍ମ କରିବାକୁ କହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ।

Gade chapit la Kopi

ପବିତ୍ର ବାଇବଲ

16 ଅନ୍ୟ ଲୋକମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ସେମାନେ ଯୀଶୁଙ୍କୁ ସ୍ୱର୍ଗର କୌଣସି ଚିହ୍ନ ଦେଖାଇବାକୁ କହିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:16
7 Referans Kwoze  

ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନ ସ୍ୱରୂପ କ'ଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରି ପାରୁ ?


କାରଣ ଯିହୂଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍‍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି,


ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।


ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥି ନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ । କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ ।


Swiv nou:

Piblisite


Piblisite