Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:41 - ଓଡିଆ ବାଇବେଲ

41 ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ପିତର ପଚାରିଲେ, “ପ୍ରଭୁ, ଏହି ଦୃଷ୍ଟାନ୍ତ କ’ଣ କେବଳ ଆମ ପ୍ରତି ପ୍ରଯୁଜ୍ୟ ନା ସମସ୍ତଙ୍କ ପାଇଁ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ

41 ପିତର ପଗ୍ଭରିଲେ, “ପ୍ରଭୁ! ଏହି ଦୃଷ୍ଟାନ୍ତ ଆପଣ ଆମ୍ଭ ପାଇଁ କହୁଛନ୍ତି ନା ସମସ୍ତଙ୍କ ପାଇଁ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 12:41
6 Referans Kwoze  

ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ ।


ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,


ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ଶିମୋନ, ତୁମ୍ଭେ କ'ଣ ଶୋଇପଡ଼ିଲ ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ ?


ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,


ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ । ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ ।


Swiv nou:

Piblisite


Piblisite