Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:43 - ଓଡିଆ ବାଇବେଲ

43 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ମାଲିକ ଫେରିବା ସମୟରେ ଯଦି ତାକୁ ସେପରି କାର୍ଯ୍ୟ କରୁଥିବା ଦେଖନ୍ତି, ତେବେ ସେହି ଦାସ କେଡ଼େ ଭାଗ୍ୟବାନ!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ

43 ମାଲିକ ଯେବେ ଆସିଲେ ମଧ୍ୟ ଯେଉଁ ସେବକକୁ ସବୁବେଳେ କାମ ତୁଲାଉଥିବାର ଦେଖିବେ, ସେହି ସେବକ ବହୁତ ଖୁସୀ ହେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:43
8 Referans Kwoze  

ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ ?


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ ।


ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋ’ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।


ଯେକେହି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।


ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”


ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ ।


ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ ।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;


Swiv nou:

Piblisite


Piblisite