Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:53 - ଓଡିଆ ବାଇବେଲ

53 ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

53 ବାପା ବିରୁଦ୍ଧରେ ପୁଅ, ପୁଅ ବିରୁଦ୍ଧରେ ବାପା, ମା’ ବିରୁଦ୍ଧରେ ଝିଅ ଓ ଝିଅ ବିରୁଦ୍ଧରେ ମା’, ଶାଶୁ ବିରୁଦ୍ଧରେ ବୋହୂ ଏବଂ ବୋହୂ ବିରୁଦ୍ଧରେ ଶାଶୁ ଉଠିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ।”

Gade chapit la Kopi

ପବିତ୍ର ବାଇବଲ

53 ବାପ ପୁଅର ବିରୋଧୀ, ପୁଅ ବାପର ବିରୋଧୀ, ମା ଝିଅର ବିରୋଧୀ, ଝିଅ ମାର ବିରୋଧୀ, ଶାଶୁ ବୋହୂର ବିରୋଧୀ ଓ ବୋହୂ ଶାଶୁର ବିରୋଧୀ ହୋଇଯିବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 12:53
6 Referans Kwoze  

କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି।


ସେତେବେଳେ ଅନେକେ ବିଘ୍ନ ପାଇବେ,ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,


କାରଣ ମୁଁ ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢାଇବାକୁ ଆସିଅଛି,


କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ ।


Swiv nou:

Piblisite


Piblisite