Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:9 - ଓଡିଆ ବାଇବେଲ

9 ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯଦି ଆସନ୍ତା ବର୍ଷ ଗଛରେ ଫଳ ଧରେ ତେବେ ଭଲ, ନ ହେଲେ ଆପଣ ଏହାକୁ କାଟି ଦେଇ ପାରନ୍ତି’।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ।’”

Gade chapit la Kopi

ପବିତ୍ର ବାଇବଲ

9 କାଳେ ଆସନ୍ତା ବର୍ଷ ଗଛରେ ଫଳ ଆସି ପାରେ। ଯଦି ଆସନ୍ତା ବର୍ଷ ଗଛରେ ଫଳ ନ ଆସିବ, ତେବେ ତୁମ୍ଭେ ଏହାକୁ କାଟି ଦେଇପାର।’”

Gade chapit la Kopi




ଲୂକ ଲିଖିତ ସୁସମାଚାର 13:9
10 Referans Kwoze  

ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି ।


କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ ।


ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଈଶ୍ୱରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,


ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,


ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ ।


Swiv nou:

Piblisite


Piblisite