Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:2 - ଓଡିଆ ବାଇବେଲ

2 ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଜଣେ ଲୋକ ଜଳୋଦର ରୋଗରେ ପୀଡ଼ିତ ଥିଲା, ସେ ଯୀଶୁଙ୍କ ପାଖକୁ ଆସିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ଜଣେ ‘ଜଳୋଦର’ ରୋଗୀକୁ ଯୀଶୁଙ୍କ ସାମନାକୁ ଅଣାଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 14:2
2 Referans Kwoze  

ଥରେ ସେ ବିଶ୍ରାମବାରରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ ।


ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, ବିଶ୍ରାମବାରରେ ସୁସ୍ଥ କରିବା ନିୟମସଙ୍ଗତ କି ନୁହେଁ ? କିନ୍ତୁ ସେମାନେ ନୀରବ ରହିଲେ ।


Swiv nou:

Piblisite


Piblisite