Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:4 - ଓଡିଆ ବାଇବେଲ

4 ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 କିନ୍ତୁ ସେମାନେ ନୀରବ ରହିଲେ। ଯୀଶୁ ଲୋକଟିକୁ ସ୍ପର୍ଶ କରି ସୁସ୍ଥ କଲେ ଓ ତାକୁ ବିଦାୟ ଦେବା

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ

4 ସେମାନେ କିନ୍ତୁ ଚୁପ୍ ରହିଲେ। ତେଣୁ ଯୀଶୁ ଲୋକଟିକୁ ଧରି ସୁସ୍ଥ କରିଦେଲେ। ତା'ପରେ ସେହି ଲୋକଟି ଗ୍ଭଲିଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 14:4
4 Referans Kwoze  

ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ ।


ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, ବିଶ୍ରାମବାରରେ ସୁସ୍ଥ କରିବା ନିୟମସଙ୍ଗତ କି ନୁହେଁ ? କିନ୍ତୁ ସେମାନେ ନୀରବ ରହିଲେ ।


ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କ'ଣ ତାହାକୁ ବିଶ୍ରାମବାରରେ ସେହିକ୍ଷଣି ଉଠାଇବ ନାହିଁ ?


Swiv nou:

Piblisite


Piblisite