Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:6 - ଓଡିଆ ବାଇବେଲ

6 ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ତାହାକୁ କହିଲା, ତୁମ୍ଭର ଚୁକ୍ତିପତ୍ର ଘେନି ଶୀଘ୍ର ବସି ପଚାଶ ବୋଲି ଲେଖ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସେ କହିଲା, ‘ଏକ ଶହ ପିପା ତେଲ’। ବେବର୍ତ୍ତା କହିଲା, ‘ଏଇ ତୋର ରସିଦ୍, ଏଥିରେ ପଚାଶ ବୋଲି ଲେଖିଦେ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ।

Gade chapit la Kopi

ପବିତ୍ର ବାଇବଲ

6 ଲୋକଟି ଉତ୍ତର ଦେଲା, ‘ଶହେ ମହଣ ତେଲ।’ ଗୁମାସ୍ତା ତାକୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ। ବସିପଡ଼ି ତାକୁ କମ୍ କରି ଶୀଘ୍ର ପଗ୍ଭଶ ବୋଲି ଲେଖିଦିଅ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 16:6
7 Referans Kwoze  

ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି ।


ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ ?


ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ ।


ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଆପଣା ବେବର୍ତ୍ତାଙ୍କୁ କହିଲେ, ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ ।


ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଛ ? ସେ କହିଲା, ଶହେ ମହଣ ତେଲ ।


ତାହା ପରେ ସେ ଆଉ ଜଣକୁ କହିଲା, ତୁମ୍ଭେ କେତେ ଧାର ନେଇଅଛ ? ସେ କହିଲା, ଶହେ ଭରଣ ଗହମ । ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ ।


ଆଉ, ସେଠାରେ ଯିହୂଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା ।


Swiv nou:

Piblisite


Piblisite