ଲୂକ ଲିଖିତ ସୁସମାଚାର 17:16 - ଓଡିଆ ବାଇବେଲ16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ । Gade chapit laପବିତ୍ର ବାଇବଲ (Re-edited) - (BSI)16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ। Gade chapit laପବିତ୍ର ବାଇବଲ (CL) NT (BSI)16 ସେ ଯୀଶୁଙ୍କ ପାଦ ତଳେ ଭୂଇଁରେ ପଡ଼ି ତାଙ୍କୁ ଧନ୍ୟବାଦ ଦେଲା। ସେ ଜଣେ ଶମିରୋଣୀୟ ଲୋକ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ। Gade chapit laପବିତ୍ର ବାଇବଲ16 ସେ ଯୀଶୁଙ୍କ ପାଦତଳେ ନଇଁପଡ଼ି ପ୍ରଣାମ କଲା ଓ ତାହାଙ୍କୁ ଧନ୍ୟବାଦ ଦେଲା। ଏହି ଲୋକଟି ଶମିରୋଣର ଅଧିବାସୀ ଥିଲା। ସେ ଯିହୂଦୀ ନ ଥିଲା, Gade chapit la |