Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:4 - ଓଡିଆ ବାଇବେଲ

4 ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଯଦି ସେ ଦିନ ମଧ୍ୟରେ ତୁମ ବିରୁଦ୍ଧରେ ସାତଥର ପାପ କରେ ଓ ପ୍ରତ୍ୟେକ ଥର ଆସି ତୁମକୁ କହେ, ‘ମୁଁ ଅନୁତାପ କରୁଛି’, ତେବେ ସୁଦ୍ଧା ତୁମେ ତାକୁ କ୍ଷମା ଦେବା ବିଧେୟ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।”

Gade chapit la Kopi

ପବିତ୍ର ବାଇବଲ

4 ଯଦି ତୁମ୍ଭର ଭାଇ ଦିନ ଭିତରେ ତୁମ୍ଭ ପ୍ରତି ସାତଥର ଅନ୍ୟାୟ କରେ ଓ ପ୍ରତିଥର ଆସି କହେ ଯେ, ସେ ଏଥିପାଇଁ ଦୁଃଖିତ, ତେବେ ତାକୁ କ୍ଷମା କରି ଦିଅ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 17:4
12 Referans Kwoze  

ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତା'ର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ ।


ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର ।


ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ ।


କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ ।


Swiv nou:

Piblisite


Piblisite