Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:6 - ଓଡିଆ ବାଇବେଲ

6 ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କ'ଣ କହୁଅଛନ୍ତି, ତାହା ଶୁଣ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେଥିରେ ପ୍ରଭୁ କହିଲେ, ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ପ୍ରଭୁ କହିଲେ, “ସେହି ଅଧାର୍ମିକ ବିଚାରକର୍ତ୍ତା କ’ଣ କହିଲେ, ଶୁଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେଥିରେ ପ୍ରଭୁ କହିଲେ, “ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ।

Gade chapit la Kopi

ପବିତ୍ର ବାଇବଲ

6 ପ୍ରଭୁ! କହିଲେ, “ଶୁଣ, ସେହି ଦୁଷ୍ଟ ବିଗ୍ଭରପତି ଜଣକ ଯାହା କହିଲେ, ସେ କଥାର ଗୋଟିଏ ଅର୍ଥ ଅଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 18:6
4 Referans Kwoze  

ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, ରୋଦନ କର ନାହିଁ ।


ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି ।


ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କ'ଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ?


କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କ'ଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ ?


Swiv nou:

Piblisite


Piblisite