Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:25 - ଓଡିଆ ବାଇବେଲ

25 ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୁଦ୍ରା ଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେଥିରେ ସେମାନେ ତାଙ୍କୁ କହିଲେ, ପ୍ରଭୋ, ତାହାର ତ ଦଶ ମୋହର ଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 କିନ୍ତୁ ସେମାନେ ତାଙ୍କୁ କହିଲେ, ‘ଆଜ୍ଞା, ତା’ର ଯେ ଦଶ ମୁଦ୍ରା ଅଛି!’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୋହର ଅଛି।

Gade chapit la Kopi

ପବିତ୍ର ବାଇବଲ

25 “ଲୋକମାନେ ରାଜାଙ୍କୁ କହିଲେ, “କିନ୍ତୁ ଆଜ୍ଞା, ସେ ଗ୍ଭକରଟି ପାଖରେ ତ ଆଗରୁ ଦଶ ଥଳି ଟଙ୍କା ଅଛି।’

Gade chapit la Kopi




ଲୂକ ଲିଖିତ ସୁସମାଚାର 19:25
5 Referans Kwoze  

ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି ? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ ।


ତଥାପି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୁ, ସଦାପ୍ରଭୁ, ଏହା କ’ଣ ମନୁଷ୍ୟର ବ୍ୟବସ୍ଥା ?


ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୁଦ୍ରା ନେଇଯାଇ, ଯାହାର ଦଶ ମୁଦ୍ରା ଅଛି, ତାହାକୁ ଦିଅ ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ । କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।


Swiv nou:

Piblisite


Piblisite