Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:16 - ଓଡିଆ ବାଇବେଲ

16 ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରିୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏଥିରେ ସେମାନେ ଶୀଘ୍ର ଯାଇ ଅନ୍ଵେଷଣ କରି ମରୀୟମ ଓ ଯୋଷେଫଙ୍କୁ, ପୁଣି ଗୁହାଳକୁଣ୍ତରେ ଶିଶୁଙ୍କୁ ଶୋଇଥିବା ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସେମାନେ ଶୀଘ୍ର ଯାଇ ମରିୟମ, ଯୋସେଫ ଏବଂ ଗୁହାଳ କୁଣ୍ଡରେ ଶୋଇଥିବା ଶିଶୁଟିକୁ ଦେଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ

16 ତେଣୁ ସେମାନେ ଶୀଘ୍ର ଗଲେ ଓ ମରିୟମ ଏବଂ ଯୋଷେଫଙ୍କୁ ଖୋଜି ପାଇଲେ। ସେହି ଶିଶୁ ଗୋଟିଏ ଗୋରୁ କୁଣ୍ଡରେ ଶୋଇଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:16
8 Referans Kwoze  

ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ ।


ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୁପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ ।


ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା ।


ଆଉ, ସେହି ଦୁଇ ଜଣ ଶିଷ୍ୟ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ ।


ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା ।


ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,


Swiv nou:

Piblisite


Piblisite