Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:18 - ଓଡିଆ ବାଇବେଲ

18 ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହି ସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଯେତେ ଲୋକ ମେଷପାଳକମାନଙ୍କଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେଥିରେ ଚମତ୍କୃତ ହେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ମେଷପାଳକମାନଙ୍କ କଥା ଶୁଣି ସମସ୍ତେ ଆଚମ୍ବିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।

Gade chapit la Kopi

ପବିତ୍ର ବାଇବଲ

18 ମେଷପାଳକମାନେ ଯାହା କହିଲେ, ତାହା ଶୁଣି, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:18
8 Referans Kwoze  

ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା ? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି ।


ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ ।


ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ ।


ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।


ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,


କିନ୍ତୁ ମରିୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ ।


Swiv nou:

Piblisite


Piblisite