Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:3 - ଓଡିଆ ବାଇବେଲ

3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ପ୍ରତ୍ୟେକେ ନିଜର ନାମ ତାଲିକାଭୁକ୍ତ କରିବା ପାଇଁ ପୈତୃକ ସହରକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ପ୍ରତ୍ୟେକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:3
5 Referans Kwoze  

ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା ।


ସିରିୟାର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମଲେଖା ହୋଇଥିଲା ।


ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;


ତାହାଙ୍କ ସହିତ ମରିୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ ।


ସେତେବେଳେ ଇଫ୍ରୋଣ ହେତ୍‌ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍‌ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,


Swiv nou:

Piblisite


Piblisite