ଲୂକ ଲିଖିତ ସୁସମାଚାର 2:49 - ଓଡିଆ ବାଇବେଲ49 ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କ'ଣ ଜାଣି ନ ଥିଲ ? Gade chapit laପବିତ୍ର ବାଇବଲ (Re-edited) - (BSI)49 ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ? Gade chapit laପବିତ୍ର ବାଇବଲ (CL) NT (BSI)49 ସେ ସେମାନଙ୍କୁ ଉତ୍ତର ଦେଲେ, “ତୁମେ କାହିଁକି ମୋତେ ଖୋଜିଲ? ପିତାଙ୍କ ଗୃହରେ ମୋର ରହିବା ଆବଶ୍ୟକ ବୋଲି ତୁମେ କ’ଣ ଜାଣି ନାହଁ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ଏଥିରେ ସେ ସେମାନଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?” Gade chapit laପବିତ୍ର ବାଇବଲ49 ଏହି ଶୁଣି ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ କାହିଁକି ଖୋଜୁଥିଲ? ଯେଉଁଠାରେ ମୋର ପରମପିତାଙ୍କର କାର୍ଯ୍ୟ ଅଛି, ମୁଁ ସେଠାରେ ନିଶ୍ଚୟ ଥିବିବୋଲି ତୁମ୍ଭେମାନେ କ’ଣ ଜାଣି ନାହଁ?” Gade chapit la |