Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:8 - ଓଡିଆ ବାଇବେଲ

8 ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଯୀଶୁ ସେମାନଙ୍କ କହିଲେ, “ତା’ହେଲେ କେଉଁ ଅଧିକାରରେ ମୁଁ ଏସବୁ କରୁଛି, ତାହା ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

8 ଯୀଶୁ ସେମାନଙ୍କୁ କହିଲେ, “ମୁଁ ତେବେ ତୁମ୍ଭମାନଙ୍କୁ କହିବି ନାହିଁ ଯେ ମୁଁ କେଉଁ ଅଧିକାରରେ ଏ ସବୁ କାମ କରୁଛି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 20:8
9 Referans Kwoze  

ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।


ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ । ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।


ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ । ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ ।


ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ ।


ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ ।


ଏଣୁ ତାହା କେଉଁଠାରୁ ହେଲା, ଏହା ଜାଣି ନାହୁଁ ବୋଲି ସେମାନେ ଉତ୍ତର ଦେଲେ ।


ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ ।


Swiv nou:

Piblisite


Piblisite