Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:13 - ଓଡିଆ ବାଇବେଲ

13 ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କିନ୍ତୁ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ଏହା ତୁମ୍ଭମାନଙ୍କର ସୁଯୋଗ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ଏହା ତୁମ୍ଭମାନଙ୍କୁ ମୋ’ ବିଷୟରେ କହିବାକୁ ସୁଯୋଗ ଦେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 21:13
5 Referans Kwoze  

ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ;


ହେ ଭାଇମାନେ, ମୋ' ପ୍ରତି ଯାହା ଯାହା ଘଟିଅଛି, ସେହି ସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;


ଈଶ୍ୱରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ୱରଙ୍କ ଉଚିତ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,


ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା ।


Swiv nou:

Piblisite


Piblisite