Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:23 - ଓଡିଆ ବାଇବେଲ

23 ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଛି, ଏ ବିଷୟରେ ସେମାନେ ପରସ୍ପରକୁ ପଚାରିବାକୁ ଲାଗିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

23 ତା'ପରେ ପ୍ରେରିତମାନେ ପରସ୍ପର ପଚରା ଉଚରା ହେଲେ, “ଆମ୍ଭ ଭିତରୁ କିଏ ଯୀଶୁଙ୍କ ପ୍ରତି ଏପରି ଆଚରଣ କରିବ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:23
5 Referans Kwoze  

ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କ'ଣ ମୁଁ ?


ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କ'ଣ ମୁଁ ?


କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର !


ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା ।


Swiv nou:

Piblisite


Piblisite