ଲୂକ ଲିଖିତ ସୁସମାଚାର 22:41 - ଓଡିଆ ବାଇବେଲ41 ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)41 ଆଉ, ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଜାନୁ ପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ, Gade chapit laପବିତ୍ର ବାଇବଲ (CL) NT (BSI)41 ତା’ପରେ ସେ ସେମାନଙ୍କଠାରୁ ଅଳ୍ପ ଦୂରକୁ ଗଲେ ଏବଂ ଆଣ୍ଠୋଇ ପ୍ରାର୍ଥନା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ, Gade chapit laପବିତ୍ର ବାଇବଲ41 ତା'ପରେ ଯୀଶୁ ସେମାନଙ୍କଠାରୁ ପ୍ରାୟ ପଗ୍ଭଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡ଼ି ବସି ପଡ଼ି ପ୍ରାର୍ଥନା କଲେ, Gade chapit la |