Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:9 - ଓଡିଆ ବାଇବେଲ

9 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ସେମାନେ ତାଙ୍କୁ ପଚାରିଲେ, “ଆମେ କେଉଁ ସ୍ଥାନରେ ଏହା ପ୍ରସ୍ତୁତ କରିବୁ ବୋଲି ଆପଣ ଚାହାଁନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?

Gade chapit la Kopi

ପବିତ୍ର ବାଇବଲ

9 ପିତର ଓ ଯୋହନ ଯୀଶୁଙ୍କୁ ପଗ୍ଭରିଲେ, “ଏ ଖାଦ୍ୟ କେଉଁ ସ୍ଥାନରେ ଆମ୍ଭେ ପ୍ରସ୍ତୁତି କରିବୁ ବୋଲି ଆପଣ ଗ୍ଭହୁଁଛନ୍ତି?” ଯୀଶୁ ସେମାନଙ୍କୁ କହିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 22:9
3 Referans Kwoze  

ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର ।


ଯୀଶୁ ସେମାନଙ୍କୁ କହିଲେ, ଦେଖ, ତୁମ୍ଭେମାନେ ନଗରରେ ପ୍ରବେଶ କରନ୍ତେ ପାଣି ମାଠିଆ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ସେ ଯେଉଁ ଗୃହରେ ପ୍ରବେଶ କରିବ, ତାହାର ପଛେ ପଛେ ଯାଇ ଗୃହର କର୍ତ୍ତାଙ୍କୁ କହିବ,


ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ ।


Swiv nou:

Piblisite


Piblisite