Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:10 - ଓଡିଆ ବାଇବେଲ

10 ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ରଭାବରେ ଅଭିଯୋଗ କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ ଆଗେଇ ଆସି ଯୀଶୁଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗମାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

10 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ସେଠାରେ ଠିଆ ହୋଇଥିଲେ। ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ଆଣି ଚିତ୍କାର କରି କହୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:10
8 Referans Kwoze  

କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;


କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ସମଗ୍ର ଯିହୂଦା ଦେଶରେ ଶିକ୍ଷା ଦେଇ ଗାଲିଲୀଠାରୁ ଆରମ୍ଭ କରି ଏ ସ୍ଥାନ ପର୍ଯ୍ୟନ୍ତ ସୁଦ୍ଧା ଲୋକସାଧାରଣଙ୍କୁ ମତାଉଅଛି ।


ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହୀ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି ।


ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି


ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ ।


ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ ।


ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ ।


Swiv nou:

Piblisite


Piblisite