Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:44 - ଓଡିଆ ବାଇବେଲ

44 ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ, ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ପ୍ରାୟ ମଧ୍ୟାହ୍ନ ବାର ଘଣ୍ଟା ସମୟରେ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ସମଗ୍ର ଦେଶରେ ଅପରାହ୍ନ ତିନି ଘଣ୍ଟା ପର୍ଯ୍ୟନ୍ତ ଅନ୍ଧକାର ଘୋଟିଗଲା

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,

Gade chapit la Kopi

ପବିତ୍ର ବାଇବଲ

44 ସେତେବେଳେ ପ୍ରାୟ ଦିନ ଦ୍ୱିପ୍ରହର ହୋଇଥିଲା। କିନ୍ତୁ ଅପରାହ୍ନ ତିନିଟା ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳ ଅନ୍ଧକାରମୟ ହୋଇଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:44
12 Referans Kwoze  

ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା ।


ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।


ପ୍ରଭୁଙ୍କର ମହତ ଓ ପ୍ରସିଦଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ ।


ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,


ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ସକାଳ ପ୍ରାୟ ଛଅ ଘଣ୍ଟା ହୋଇଥିଲା । ପୁଣି, ସେ ଯିହୂଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା !


ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ୱରଙ୍କ ପୁତ୍ର ଥିଲେ ।


ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।


ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।


ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।


Swiv nou:

Piblisite


Piblisite